ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗୁଜରାଟୀ କବି ଦାଦୁଦାନ ଗଡଭୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 27 APR 2021 3:59PM by PIB Bhubaneswar

ପ୍ରସିଦ୍ଧ ଗୁଜରାଟୀ କବି ପଦ୍ମଶ୍ରୀ ଶ୍ରୀ ଦାଦୁଦାନ ଗଡଭୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ଶ୍ରୀ ମୋଦୀ କହିଛନ୍ତି, “ଲୋକ ସାହିତ୍ୟ କ୍ଷେତ୍ରରେ କବି ଦାଦ ବାପୁଙ୍କ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ । ଭଗବାନ ତାଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

 

**********

TRP/


(रिलीज़ आईडी: 1714415) आगंतुक पटल : 240
इस विज्ञप्ति को इन भाषाओं में पढ़ें: Malayalam , English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada