ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଶ୍ରୀ ମନୋଜ ଦାସଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 28 APR 2021 9:11AM by PIB Bhubaneswar

ପ୍ରସିଦ୍ଧ ଶିକ୍ଷାବିତ, ଲୋକପ୍ରିୟ ସ୍ତମ୍ଭକାର ଏବଂ ସଫଳ ଲେଖକ ଶ୍ରୀ ମଜୋଜ ଦାସଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ଶ୍ରୀ ମୋଦୀ କହିଛନ୍ତି:

ଶ୍ରୀ ମଜୋଜ ଦାସ ପ୍ରସିଦ୍ଧ ଶିକ୍ଷାବିତ, ଲୋକପ୍ରିୟ ସ୍ତମ୍ଭକାର ଏବଂ ସଫଳ ଲେଖକ ଭାବେ ନିଜକୁ ପ୍ରତିଷ୍ଠା କରିପାରିଥିଲେ  ଇଂରାଜୀ ଏବଂ ଓଡିଆ ସାହିତ୍ୟରେ ତାଙ୍କର ବିଶେଷ ଅବଦାନ ରହିଥିଲା ସେ ଶ୍ରୀ ଅରବିନ୍ଦଙ୍କ ଦର୍ଶନର ଜଣେ ଅଗ୍ରଣୀ ପ୍ରଣେତା ମଧ୍ୟ ଥିଲେ ତାଙ୍କ ଦେହାନ୍ତରେ ମର୍ମାହତ ତାଙ୍କ ପରିବାର ପ୍ରତି ମୋର ସମବେଦନା ଓମ୍ ଶାନ୍ତି

 

**********

TRP/


(रिलीज़ आईडी: 1714561) आगंतुक पटल : 281
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam