ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଭରୁଚ ହସ୍ପିଟାଲ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 01 MAY 2021 9:47AM by PIB Bhubaneshwar

ଭରୁଚ ହସ୍ପିଟାଲ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି:

“ଭରୁଚ ହସ୍ପିଟାଲ ଅଗ୍ନିକାଣ୍ଡ ଜନିତ ମୃତ୍ୟୁ ଘଟଣା ଅତ୍ୟନ୍ତ କଷ୍ଟଦାୟକ । ଶୋକ ସନ୍ତପ୍ତ ପରିବାରଙ୍କ ପ୍ରତି ସମବେଦନା” ।

 

**********

TRP/


(रिलीज़ आईडी: 1715331) आगंतुक पटल : 216
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam