ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଥିବାରୁ ସୁଶ୍ରୀ ମମତା ବନାର୍ଜୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 05 MAY 2021 11:36AM by PIB Bhubaneshwar

ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିଥିବାରୁ ସୁଶ୍ରୀ ମମତା ବନାର୍ଜୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି:

“ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଥିବାରୁ ମମତା ଦିଦିଙ୍କୁ ଅଭିନନ୍ଦନ” ।

 

**********

TRP/

 


(रिलीज़ आईडी: 1716356) आगंतुक पटल : 269
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Bengali , Bengali , Manipuri , Punjabi , Gujarati , Tamil , Telugu , Kannada , Malayalam