ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଥିବାରୁ ସୁଶ୍ରୀ ମମତା ବନାର୍ଜୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 05 MAY 2021 11:36AM by PIB Bhubaneshwar

ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିଥିବାରୁ ସୁଶ୍ରୀ ମମତା ବନାର୍ଜୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି:

“ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଥିବାରୁ ମମତା ଦିଦିଙ୍କୁ ଅଭିନନ୍ଦନ” ।

 

**********

TRP/

 



(Release ID: 1716356) Visitor Counter : 9