ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଚୌଧୁରୀ ଅଜିତ ସିଂଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ
Posted On:
06 MAY 2021 10:31AM by PIB Bhubaneshwar
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚୌଧୁରୀ ଅଜିତ ସିଂଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଚୌଧୁରୀ ଅଜିତ ସିଂଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକଟ କରିଛନ୍ତି । କୃଷକଙ୍କ କଲ୍ୟାଣ ପ୍ରତି ଉତ୍ସର୍ଗୀକୃତ ଭାବନା ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଗୁଡ଼ିକୁ ପରିଚାଳନା କରିବାରେ ତାଙ୍କର ଦକ୍ଷ କାର୍ଯ୍ୟଶୈଳୀକୁ ପ୍ରଧାନମନ୍ତ୍ରୀ ମନେ ପକାଇଛନ୍ତି । ଶ୍ରୀ ମୋଦୀ ତାଙ୍କ ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଇଛନ୍ତି ।
**********
TRP/
(Release ID: 1716467)
Read this release in:
Marathi
,
English
,
Urdu
,
Hindi
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam