ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଶ୍ରୀ ପ୍ରତାପ ଭାଇ ଶାହଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 06 MAY 2021 5:42PM by PIB Bhubaneswar

ଗୁଜରାଟର ପୂର୍ବତନ ଅର୍ଥ ମନ୍ତ୍ରୀ ଶ୍ରୀ ପ୍ରତାପ ଭାଇ ଶାହଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ ସାଧାରଣ ଜୀବନ ଏବଂ ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଅବଦାନକୁ ସ୍ମରଣ କରିବା ସହିତ ଦିବଙ୍ଗତ ଆତ୍ମାର ଶାନ୍ତି ପାଇଁ ପ୍ରାର୍ଥନା କରିଛନ୍ତି । ଶୋକ ସନ୍ତପ୍ତ ପରିବାର ପ୍ରତି ଶ୍ରୀ ମୋଦୀ ସମବେଦନା ଜଣାଇଛନ୍ତି ।

**********

TRP/


(रिलीज़ आईडी: 1716664) आगंतुक पटल : 206
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Bengali , Assamese , Punjabi , Gujarati , Tamil , Telugu , Kannada , Malayalam