ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପୁଡୁଚେରୀ ମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଏନ ରଙ୍ଗାସ୍ଵାମୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

Posted On: 07 MAY 2021 3:04PM by PIB Bhubaneshwar

ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଏନ ରଙ୍ଗାସ୍ଵାମୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି:

ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ମୁଁ ଶ୍ରୀ ଏନ.ରଙ୍ଗାସ୍ୱାମୀ ଜୀଙ୍କୁ ଅଭିନନ୍ଦନ ଜଣାଉଛି । ଆଗାମୀ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା

 

**********

TRP/



(Release ID: 1716850) Visitor Counter : 211