ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ତାମିଲନାଡୁ ମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଏମ କେ ଷ୍ଟାଲିନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 07 MAY 2021 1:11PM by PIB Bhubaneswar

ଶ୍ରୀ ଏମ କେ ଷ୍ଟାଲିନ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟ୍ଵିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି:

“ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଥିରୁ@ଏମକେଷ୍ଟାଲିନଙ୍କୁ ଅଭିନନ୍ଦନ”

 

**********

TRP/
 


(रिलीज़ आईडी: 1716855) आगंतुक पटल : 226
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam