ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗୋପାଳ କୃଷ୍ଣ ଗୋଖଲେଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 09 MAY 2021 10:42AM by PIB Bhubaneswar

ମହାନ ସ୍ଵାଧୀନତା ସଂଗ୍ରାମୀ ଗୋପାଳ କୃଷ୍ଣ ଗୋଖଲେଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଦେଶ ସେବାରେ ଉତ୍ସର୍ଗୀକୃତ ତାଙ୍କ ଜୀବନ ଦେଶବାସୀଙ୍କୁ ପ୍ରେରଣା ଯୋଗାଇବ ।

 

**********

TRP/


(ରିଲିଜ ଆଡି: 1717196) ପରିଦର୍ଶକ କାଉଣ୍ଟର : 224