ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ସାଂସଦ ଶ୍ରୀ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 09 MAY 2021 7:06PM by PIB Bhubaneshwar

ସାଂସଦ ଶ୍ରୀ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ସାଂସଦ ଶ୍ରୀ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମର୍ମାହତ । କଳା, ଭାସ୍କର୍ଯ୍ୟ ଏବଂ ସଂସ୍କୃତି ଜଗତରେ ତାଙ୍କର ଅତୁଳନୀୟ ଅବଦାନ ରହିଥିଲା ପାରମ୍ପରିକ ହସ୍ତକଳାକୁ ଲୋକପ୍ରିୟ କରିବାରେ ତାଙ୍କର ଯୋଗଦାନ ପାଇଁ ତାଙ୍କୁ ସ୍ମରଣ କରାଯିବ । ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା ଓମ୍ ଶାନ୍ତି”

 

**********

TRP/


(रिलीज़ आईडी: 1717324) आगंतुक पटल : 190
इस विज्ञप्ति को इन भाषाओं में पढ़ें: Malayalam , English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada