ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପର୍ଶୁରାମ ଜୟନ୍ତୀରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
14 MAY 2021 8:28AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ପର୍ଶୁରାମ ଜୟନ୍ତୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଭଗବାନ ପର୍ଶୁରାମ ଜୟନ୍ତୀ ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ମୋର ଶୁଭକାମନା” ।
**********
TRP/
(रिलीज़ आईडी: 1718571)
आगंतुक पटल : 177
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam