ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍ତରପ୍ରଦେଶ ମନ୍ତ୍ରୀ ଶ୍ରୀ ବିଜୟ କାଶ୍ୟପଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
Posted On:
18 MAY 2021 11:33PM by PIB Bhubaneshwar
ଉତ୍ତରପ୍ରଦେଶ ମନ୍ତ୍ରୀ ଶ୍ରୀ ବିଜୟ କାଶ୍ୟପଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଭାଜପା ନେତା ଏବଂ ଉତ୍ତରପ୍ରଦେଶ ସରକାରଙ୍କ ମନ୍ତ୍ରୀ ବିଜୟ କାଶ୍ୟପ ଜୀଙ୍କ ବିୟୋଗରେ ଅତ୍ୟନ୍ତ ଦୁଃଖିତ । ସେ ତୃଣମୂଳ ସ୍ତରର ନେତା ଥିଲେ ଏବଂ ସବୁବେଳେ ଜନହିତକର କାର୍ଯ୍ୟ ପାଇଁ ଉତ୍ସର୍ଗୀକୃତ ଥିଲେ । ଏଭଳି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା । ଓମ୍ ଶାନ୍ତି” ।
**********
TRP/
(Release ID: 1720143)
Visitor Counter : 112
Read this release in:
English
,
Urdu
,
Marathi
,
Hindi
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam