ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଜଗନ୍ନାଥ ପାହାଡିଆଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ପୋଷ୍ଟ କରାଯିବା ଦିନାଙ୍କ: 20 MAY 2021 9:07AM by PIB Bhubaneswar

ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଜଗନ୍ନାଥ ପାହାଡିଆ ଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଜଗନ୍ନାଥ ପାହାଡିଆ ଜୀଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ମର୍ମାହତ । ନିଜର ଦୀର୍ଘ ରାଜନୈତିକ ଏବଂ ପ୍ରଶାସନିକ ଜୀବନ କାଳରେ, ସେ ସାମାଜିକ ସଶକ୍ତିକରଣ ଦିଗରେ ଉଲ୍ଲେଖନୀୟ ଅବଦାନ ରଖିଥିଲେ । ତାଙ୍କ ପରିବାର ଏବଂ ସମର୍ଥକଙ୍କୁ ମୋର ସମବେଦନା । ଓମ୍ ଶାନ୍ତି” ।

 

**********

TRP/


(ରିଲିଜ ଆଡି: 1720437) ପରିଦର୍ଶକ କାଉଣ୍ଟର : 278