ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ବାତ୍ୟା ୟାସର ପ୍ରଭାବ ସମୀକ୍ଷା ପାଇଁ ମେ 28ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବେ

प्रविष्टि तिथि: 27 MAY 2021 3:54PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 28 ମେ, 2021ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ। ସେ ୟାସ ଘୁର୍ଣ୍ଣିବାତ୍ୟା ଯୋଗୁ ଏହି ଦୁଇ ରାଜ୍ୟରେ ପଡ଼ିଥିବା ପ୍ରଭାବର ଆକଳନ କରିବେ। ପ୍ରଧାନମନ୍ତ୍ରୀ ମଧ୍ୟ ଆକାଶମାର୍ଗରୁ ଦୁଇ ରାଜ୍ୟର ବାତ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି।

 

******

 

P.S

 


(रिलीज़ आईडी: 1722156) आगंतुक पटल : 234
इस विज्ञप्ति को इन भाषाओं में पढ़ें: Assamese , English , Urdu , हिन्दी , Marathi , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam