ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ବୀର ସାଭରକରଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 28 MAY 2021 10:08AM by PIB Bhubaneshwar

ବୀର ସାଭରକରଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ସ୍ଵାଧୀନତା ସଂଗ୍ରାମର ଜଣେ ମହାନ ନେତା ତଥା ପ୍ରମୁଖ ରାଷ୍ଟ୍ରଭକ୍ତ ବୀର ସାଭରକରଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ କୋଟି କୋଟି ପ୍ରଣାମ”

 

**********

TRP/


(रिलीज़ आईडी: 1722465) आगंतुक पटल : 199
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam