ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାଜ୍ୟ ସ୍ଥାପନା ଦିବସରେ ଗୋଆବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
प्रविष्टि तिथि:
30 MAY 2021 5:16PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୋଆବାସୀଙ୍କୁ ସେମାନଙ୍କ ରାଜ୍ୟ ସ୍ଥାପନା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଗୋଆବାସୀଙ୍କୁ ସେମାନଙ୍କ ରାଜ୍ୟ ସ୍ଥାପନା ଦିବସରେ ଶୁଭେଚ୍ଛା । ପ୍ରଗତିର ନୂତନ ଶିଖରରେ ପହଞ୍ଚିବା ନେଇ ଆଶା କରୁଛି । ଗୋଆବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ପାଇଁ ପ୍ରାର୍ଥନା କରୁଛି” ।
**********
TRP
(रिलीज़ आईडी: 1723016)
आगंतुक पटल : 259
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam