ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ
ଶ୍ରୀ ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦେଲେ ରାଷ୍ଟ୍ରପତି
ପୋଷ୍ଟ କରାଯିବା ଦିନାଙ୍କ:
09 JUN 2021 8:46AM by PIB Bhubaneshwar
ଶ୍ରୀ ଅନୁପ ଚନ୍ଦ୍ର ପାଣ୍ଡେ, ଆଇଏଏସ୍ (ଅବସରପ୍ରାପ୍ତ) (ଉତ୍ତର ପ୍ରଦେଶ: ୧୯୮୪) ଙ୍କୁ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦେଇଛନ୍ତି ଭାରତର ରାଷ୍ଟ୍ରପତି । କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।
SR
(ରିଲିଜ ଆଡି: 1725548)
ପରିଦର୍ଶକ କାଉଣ୍ଟର : 179