ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ବିଶିଷ୍ଟ ସ୍ନାୟୁବିଜ୍ଞାନୀ ଡଃ ଅଶୋକ ପାନାଗାରିୟାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 11 JUN 2021 6:22PM by PIB Bhubaneswar

ବିଶିଷ୍ଟ ସ୍ନାୟୁବିଜ୍ଞାନୀ ଡଃ ଅଶୋକ ପାନାଗାରିୟାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଡଃ ଅଶୋକ ପାନାଗାରିୟା ଜଣେ ଉଲ୍ଲେଖନୀୟ ସ୍ନାୟୁବିଜ୍ଞାନୀ ଭାବେ ନିଜର ପରିଚୟ ସୃଷ୍ଟି କରିଥିଲେ । ଚିକିତ୍ସା କ୍ଷେତ୍ରରେ ତାଙ୍କର ଅଗ୍ରଣୀ ଭୂମିକା ପାଇଁ ଅନେକ ପିଢିର ଡାକ୍ତର ଏବଂ ଗବେଷକ ଉପକୃତ ହେବେ । ତାଙ୍କ ବିୟୋଗରେ ମୁଁ ବିଶେଷ ମର୍ମାହତ । ତାଙ୍କ ପରିବାର ଏବଂ ବନ୍ଧୁ ବର୍ଗଙ୍କୁ ମୋର ସମବେଦନା । ଓମ୍ ଶାନ୍ତି” ।

 

**********

TRP/


(रिलीज़ आईडी: 1726602) आगंतुक पटल : 220
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam