ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରଜ ପର୍ବ ଅବସରରେ ଓଡିଶାବାସୀଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
14 JUN 2021 10:50AM by PIB Bhubaneshwar
ରଜ ପର୍ବର ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶାର ଜନସାଧାରଣଙ୍କୁ ଶୁଭକାମନା ଜଣାଇଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ରଜ ପର୍ବର ପବିତ୍ର ଅବସରରେ ଶୁଭକାମନା । ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ମଙ୍ଗଳମୟ ଜୀବନ କାମନା କରୁଛି” ।
**********
TRP/
(ରିଲିଜ ଆଡି: 1726918)
ପରିଦର୍ଶକ କାଉଣ୍ଟର : 291
ଏହି ରିଲିଜ ପଢନ୍ତୁ :
Assamese
,
Telugu
,
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Punjabi
,
Gujarati
,
Tamil
,
Kannada
,
Malayalam