ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
                
                
                
                
                
                
                    
                    
                        ଜ୍ୟେଷ୍ଠ ଅଷ୍ଟମୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
                    
                    
                        
                    
                
                
                    Posted On:
                18 JUN 2021 6:40PM by PIB Bhubaneshwar
                
                
                
                
                
                
                ପବିତ୍ର ଜ୍ୟେଷ୍ଠ ଅଷ୍ଟମୀ ଅବସରରେ ସମସ୍ତ ଦେଶବାସୀ ବିଶେଷକରି କଶ୍ମୀରୀ ପଣ୍ଡିତ ସମ୍ପ୍ରଦାୟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି:
“ପବିତ୍ର ଜ୍ୟେଷ୍ଠ ଅଷ୍ଠମୀ ଅବସରରେ ସମସ୍ତଙ୍କୁ ବିଶେଷକରି କଶ୍ମୀରୀ ପଣ୍ଡିତ ସମ୍ପ୍ରଦାୟଙ୍କୁ ଶୁଭେଚ୍ଛା ଓ ଶୁଭକାମନା । ମାତା ଖୀର ଭବାନୀଙ୍କ ପ୍ରଣିପାତ କରୁଛି ଏବଂ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ମଙ୍ଗଳ କାମନା ପାଇଁ ପ୍ରାର୍ଥନା କରୁଛି” ।  
 
 
**********
TRP/
                
                
                
                
                
                (Release ID: 1728393)
                Visitor Counter : 206
                
                
                
                    
                
                
                    
                
                Read this release in: 
                
                        
                        
                            Assamese 
                    
                        ,
                    
                        
                        
                            English 
                    
                        ,
                    
                        
                        
                            Urdu 
                    
                        ,
                    
                        
                        
                            हिन्दी 
                    
                        ,
                    
                        
                        
                            Marathi 
                    
                        ,
                    
                        
                        
                            Bengali 
                    
                        ,
                    
                        
                        
                            Manipuri 
                    
                        ,
                    
                        
                        
                            Punjabi 
                    
                        ,
                    
                        
                        
                            Gujarati 
                    
                        ,
                    
                        
                        
                            Tamil 
                    
                        ,
                    
                        
                        
                            Telugu 
                    
                        ,
                    
                        
                        
                            Kannada 
                    
                        ,
                    
                        
                        
                            Malayalam