ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ସମ୍ପର୍କିତ ସଦ୍ୟତମ ସୂଚନା

Posted On: 20 JUN 2021 9:13AM by PIB Bhubaneshwar

ଭାରତର ସକ୍ରିୟ କରୋନା ମାମଲା 7,29,243କୁ ହାସ ପାଇଛି ।

81 ଦିନ ପରେ ଭାରତର ସକ୍ରିୟ କରୋନା ମାମଲା ସଂଖ୍ୟା 60,000ରୁ କମ, ଗତ 24 ଘଣ୍ଟା ମଧ୍ୟରେ ନୂତନ ମାମଲା ସଂଖ୍ୟା 58,419 ରହିଛି ।

ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ 2,87,66,009 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଗତ 24 ଘଣ୍ଟା ମଧ୍ୟରେ 87,619 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

କ୍ରମାଗତ 38 ଦିନ ମଧ୍ୟରେ ଦୈନିକ ନୂତନ କରୋନା ସଂକ୍ରମିତଙ୍କ ସଂଖ୍ୟା ଠାରୁ ଦୈନିକ ସୁସ୍ଥ ରୋଗୀଙ୍କ ସଂଖ୍ୟା ଅଧିକ ହେବାରେ ଲାଗିଛି ।

ସୁସ୍ଥତା ହାର 96.27 ପ୍ରତିଶତକୁ ବୃଦ୍ଧି ପାଇଛି ।

ସାପ୍ତାହିକ ପଜିଟିଭିଟି ହାର 5 ପ୍ରତିଶତ ତଳେ ରହିଛି, ବର୍ତ୍ତମାନ ଏହା 3.43 ପ୍ରତିଶତରେ ରହିଛି ।

ଦୈନିକ ପଜିଟିଭିଟି ହାର 3.22 ପ୍ରତିଶତରେ ରହିଛି, ଯାହା କ୍ରମାଗତ ଭାବେ 13 ଦିନ ମଧ୍ୟରେ 5 ପ୍ରତିଶତରୁ କମ ।

ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି – ବର୍ତ୍ତମାନ ସୁଦ୍ଧା ସମୁଦାୟ 39.10 କୋଟି ପରୀକ୍ଷା କରାଯାଇଛି ।

ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 27.66 କୋଟି ଡୋଜ ଟୀକା ଦିଆଯାଇଛି ।

 

**********

TRP/

 



(Release ID: 1728886) Visitor Counter : 174