ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ସମ୍ପର୍କିତ ସଦ୍ୟତମ ସୂଚନା

Posted On: 21 JUN 2021 9:15AM by PIB Bhubaneshwar

ଭାରତର ସକ୍ରିୟ କରୋନା ମାମଲା 7,02,887କୁ ହାସ ପାଇଛି ।

ଗତ 24 ଘଣ୍ଟା ମଧ୍ୟରେ ଭାରତର ଦୈନିକ ସକ୍ରିୟ କରୋନା ମାମଲା ସଂଖ୍ୟା 53,256 ଯାହା 88 ଦିନ ମଧ୍ୟରେ ସର୍ବନିମ୍ନ ରହିଛି

ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ 2,88,44,199 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଗତ 24 ଘଣ୍ଟା ମଧ୍ୟରେ 78,190 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

କ୍ରମାଗତ 39 ଦିନ ମଧ୍ୟରେ ଦୈନିକ ନୂତନ କରୋନା ସଂକ୍ରମିତଙ୍କ ସଂଖ୍ୟା ଠାରୁ ଦୈନିକ ସୁସ୍ଥ ରୋଗୀଙ୍କ ସଂଖ୍ୟା ଅଧିକ ହେବାରେ ଲାଗିଛି ।

ସୁସ୍ଥତା ହାର 96.36 ପ୍ରତିଶତକୁ ବୃଦ୍ଧି ପାଇଛି ।

ସାପ୍ତାହିକ ପଜିଟିଭିଟି ହାର 5 ପ୍ରତିଶତ ତଳେ ରହିଛି, ବର୍ତ୍ତମାନ ଏହା 3.32 ପ୍ରତିଶତରେ ରହିଛି ।

ଦୈନିକ ପଜିଟିଭିଟି ହାର 3.83 ପ୍ରତିଶତରେ ରହିଛି, ଯାହା କ୍ରମାଗତ ଭାବେ 14 ଦିନ ମଧ୍ୟରେ 5 ପ୍ରତିଶତରୁ କମ ।

ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି – ବର୍ତ୍ତମାନ ସୁଦ୍ଧା ସମୁଦାୟ 39.24 କୋଟି ପରୀକ୍ଷା କରାଯାଇଛି ।

ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 28.00 କୋଟି ଡୋଜ ଟୀକା ଦିଆଯାଇଛି ।

 

**********

TRP/



(Release ID: 1729194) Visitor Counter : 144