ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ସମ୍ପର୍କିତ ସଦ୍ୟତମ ସୂଚନା

Posted On: 02 JUL 2021 9:27AM by PIB Bhubaneshwar

ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 34 କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି

ଗତ 24 ଘଣ୍ଟା ମଧ୍ୟରେ ଭାରତର ନୂତନ କରୋନା ମାମଲା ସଂଖ୍ୟା 46,617 ରହିଛି ।

ଭାରତର ସକ୍ରିୟ କରୋନା ମାମଲା ସଂଖ୍ୟା 5,09,637କୁ ହ୍ରାସ ପାଇଛି

ସକ୍ରିୟ ମାମଲା ମୋଟ ମାମଲାର 1.67 ପ୍ରତିଶତରେ ରହିଛି

ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ 2,95,48,302 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଗତ 24 ଘଣ୍ଟା ମଧ୍ୟରେ 59,384 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

କ୍ରମାଗତ 50 ଦିନ ମଧ୍ୟରେ ଦୈନିକ ନୂତନ କରୋନା ସଂକ୍ରମିତଙ୍କ ସଂଖ୍ୟା ଠାରୁ ଦୈନିକ ସୁସ୍ଥ ରୋଗୀଙ୍କ ସଂଖ୍ୟା ଅଧିକ ହେବାରେ ଲାଗିଛି ।

ସୁସ୍ଥତା ହାର 97.01 ପ୍ରତିଶତକୁ ବୃଦ୍ଧି ପାଇଛି ।

ସାପ୍ତାହିକ ପଜିଟିଭିଟି ହାର 5 ପ୍ରତିଶତ ତଳେ ରହିଛି, ବର୍ତ୍ତମାନ ଏହା 2.57 ପ୍ରତିଶତରେ ରହିଛି ।

ଦୈନିକ ପଜିଟିଭିଟି ହାର 2.48 ପ୍ରତିଶତରେ ରହିଛି, ଯାହା କ୍ରମାଗତ ଭାବେ 25 ଦିନ ମଧ୍ୟରେ 5 ପ୍ରତିଶତରୁ କମ୍ ରହିଛି ।

ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି – ବର୍ତ୍ତମାନ ସୁଦ୍ଧା ସମୁଦାୟ 41.42 କୋଟି ପରୀକ୍ଷା କରାଯାଇଛି ।

 

**********

TRP/


(Release ID: 1732397)