ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାମବାନ ସଡକ ଦୁର୍ଘଟଣା ଜନିତ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ
प्रविष्टि तिथि:
02 JUL 2021 9:45PM by PIB Bhubaneswar
ଜମ୍ମୁ ଓ କଶ୍ମୀରର ରାମବାନ ସଡକ ଦୁର୍ଘଟଣା ଜନିତ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ଵିଟ୍ କରିଛି ଯେ, “ଜମ୍ମୁ ଓ କଶ୍ମୀରର ରାମବାନ ସଡକ ଦୁର୍ଘଟଣା ଜନିତ ମୃତ୍ୟୁରେ ମୁଁ ମର୍ମାହତ । ଯେଉଁମାନେ ସେମାନଙ୍କ ପ୍ରିୟ ପରିଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି : ପ୍ରଧାନମନ୍ତ୍ରୀ @ନରେନ୍ଦ୍ରମୋଦୀ” ।
**********
TRP/
(रिलीज़ आईडी: 1732528)
आगंतुक पटल : 183
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam