ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଆସନ୍ତାକାଲି କୋୱିନ ବିଶ୍ଵ ସମ୍ମେଳନକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

प्रविष्टि तिथि: 04 JUL 2021 8:15PM by PIB Bhubaneshwar

ଆସନ୍ତାକାଲି 5 ଜୁଲାଇ, 2021 ଅପରାହ୍ନ 3ଟା ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋୱିନ ବିଶ୍ଵ ସମ୍ମେଳନକୁ ସମ୍ବୋଧିତ କରିବେ

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଟ୍ଵିଟ୍ କରାଯାଇଛି ଯେ, “ଆସନ୍ତାକାଲି 5 ଜୁଲାଇ, 2021 ଅପରାହ୍ନ 3ଟା ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋୱିନ ବିଶ୍ଵ ସମ୍ମେଳନକୁ ସମ୍ବୋଧିତ କରିବେ”

 

**********

TRP/


(रिलीज़ आईडी: 1732708) आगंतुक पटल : 199
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Manipuri , Bengali , Bengali , Punjabi , Gujarati , Tamil , Telugu , Kannada , Malayalam