ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ପୁଷ୍କର ସିଂ ଧାମୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
04 JUL 2021 6:42PM by PIB Bhubaneshwar
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ପୁଷ୍କର ସିଂ ଧାମୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଆଜି ଶପଥ ଗ୍ରହଣ କରିଥିବା ଅନ୍ୟ ସମସ୍ତଙ୍କୁ ମଧ୍ୟ ସେ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଶ୍ରୀ ପୁଷ୍କର ଧାମୀ ଏବଂ ଆଜି ଶପଥ ଗ୍ରହଣ କରିଥିବା ଅନ୍ୟ ସମସ୍ତଙ୍କୁ ଅଭିନନ୍ଦନ । ଉତ୍ତରାଖଣ୍ଡର ପ୍ରଗତି ଏବଂ ସମୃଦ୍ଧି ଦିଗରେ କାର୍ଯ୍ୟ କରୁଥିବାରୁ ଏହି ଦଳକୁ ମୋର ଶୁଭକାମନା” ।
**********
TRP/
(रिलीज़ आईडी: 1732709)
आगंतुक पटल : 222
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam