ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମନ୍ତ୍ରିମଣ୍ଡଳରେ ସାମିଲ ହୋଇଥିବା ସମସ୍ତ ସଦସ୍ୟମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ପୋଷ୍ଟ କରାଯିବା ଦିନାଙ୍କ:
07 JUL 2021 8:52PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶପଥ ଗ୍ରହଣ କରିଥିବା ସମସ୍ତ ସହଯୋଗୀମାନଙ୍କୁ ଅଭିନନ୍ଦନ ଜ୍ଞାପନ କରିବା ସହିତ ମନ୍ତ୍ରୀ ଭାବେ ସେମାନଙ୍କର କାର୍ଯ୍ୟକାଳ ପାଇଁ ଶୁଭକାମନା ଜଣାଇଛନ୍ତି।
ଏକ ଟ୍ୱିଟ ଜରିଆରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଆଜି ଶପଥ ଗ୍ରହଣ କରିଥିବା ସମସ୍ତ ସହଯୋଗୀମାନଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ଏବଂ ମନ୍ତ୍ରୀ ଭାବେ ସେମାନଙ୍କର କାର୍ଯ୍ୟକାଳ ପାଇଁ ସେମାନଙ୍କୁ ଶୁଭକାମନା ଜଣାଉଛି। ଆମେ ଦେଶବାସୀଙ୍କ ଆଶାଆକାଂକ୍ଷା ପୂରଣ କରିବା ଲାଗି ଆଗକୁ ମଧ୍ୟ କାର୍ଯ୍ୟ ଜାରି ରଖିବୁ ଏବଂ ଏକ ଦୃଢ଼ ଏବଂ ସମୃଦ୍ଧ ଭାରତ ନିର୍ମାଣ କରିବୁ। #Govt4Growth”
********
P.S
(ରିଲିଜ ଆଡି: 1733525)
ପରିଦର୍ଶକ କାଉଣ୍ଟର : 236
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam