ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ବେଗ
प्रविष्टि तिथि:
12 JUL 2021 5:34PM by PIB Bhubaneswar
ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷାକୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଘୋର ଉଦ୍ବେଗ ପ୍ରକାଶ କରିବା ସହ ପରିସ୍ଥିତି ଉପରେ ନଜର ରଖାଯାଇଛି ବୋଲି କହିଛନ୍ତି ।
ଏକ ଟ୍ୱିଟ୍ ଜରିଆରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ “ ପ୍ରବଳ ବର୍ଷା ଯୋଗୁ ହିମାଚଳ ପ୍ରଦେଶର ପରିସ୍ଥିତି ଉପରେ ତୀକ୍ଷ୍ମ ନଜର ରଖାଯାଇଛି । କର୍ତ୍ତୃପକ୍ଷଗଣ ରାଜ୍ୟ ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି । ଏଥିପାଇଁ ଆବଶ୍ୟକ ସମସ୍ତ ସମ୍ଭାବ୍ୟ ସାହାଯ୍ୟ ଯୋଗାଇ ଦିଆଯାଉଛି। କ୍ଷତିଗ୍ରସ୍ତ ଅଞ୍ଚଳରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ମୁଁ ପ୍ରାର୍ଥନା କରୁଛି ।”
****
SM / SLP
(रिलीज़ आईडी: 1734903)
आगंतुक पटल : 243
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam