ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ରଥଯାତ୍ରା ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 12 JUL 2021 9:47AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରଥଯାତ୍ରା ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି, “ରଥଯାତ୍ରାର ସ୍ୱତନ୍ତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା । ପ୍ରଭୁ ଜଗନ୍ନାଥଙ୍କ ନିକଟରେ ନତମସ୍ତକ ହୋଇ ପ୍ରଣାମ କରୁଛି । ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସମୃଦ୍ଧ ଜୀବନ ପାଇଁ ପ୍ରାର୍ଥନା କରୁଛି । ଜୟ ଜଗନ୍ନାଥ ।”  

 

***************


(ରିଲିଜ ଆଡି: 1734912) ପରିଦର୍ଶକ କାଉଣ୍ଟର : 264