ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶ୍ରୀ କେ କାମରାଜଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ପୋଷ୍ଟ କରାଯିବା ଦିନାଙ୍କ:
15 JUL 2021 11:27AM by PIB Bhubaneswar
ଶ୍ରୀ କେ କାମରାଜଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ମହାନ ଶ୍ରୀ କେ କାମରାଜଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି । ରାଷ୍ଟ୍ରର ବିକାଶ ଏବଂ ସାମାଜିକ ସଶକ୍ତିକରଣ ଦିଗରେ ସେ ତାଙ୍କ ଜୀବନ ଉତ୍ସର୍ଗ କରିଥିଲେ । ଶିକ୍ଷା, ସ୍ଵାସ୍ଥ୍ୟରକ୍ଷା ଏବଂ ମହିଳା ସଶକ୍ତିକରଣ ଉପରେ ତାଙ୍କର ଗୁରୁତ୍ଵ ଭାରତବାସୀଙ୍କୁ ପ୍ରେରଣା ଯୋଗାଉଛି ।
**********
TRP/
(ରିଲିଜ ଆଡି: 1735906)
ପରିଦର୍ଶକ କାଉଣ୍ଟର : 206
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam