ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଗୁଜୁରାଟର ପୂର୍ବତନ ମନ୍ତ୍ରୀ ଶ୍ରୀ ଦେବାନନ୍ଦଭାଇ ସୋଲାଙ୍କିଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ପୋଷ୍ଟ କରାଯିବା ଦିନାଙ୍କ:
17 JUL 2021 11:30PM by PIB Bhubaneshwar
ଗୁଜୁରାଟର ପୂର୍ବତନ ମନ୍ତ୍ରୀ ଶ୍ରୀ ଦେବାନନ୍ଦଭାଇ ସୋଲାଙ୍କିଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି :
“ଗୁଜୁରାଟର ପୂର୍ବତନ ମନ୍ତ୍ରୀ ଶ୍ରୀ ଦେବାନନ୍ଦଭାଇ ସୋଲାଙ୍କିଙ୍କ ବିୟୋଗରେ ମୁଁ ବିଶେଷ ମର୍ମାହତ । ତାଙ୍କର ସାମାଜିକ ଅବଦାନ ଚିରଦିନ ପାଇଁ ସ୍ମରଣୀୟ ହୋଇ ରହିବ । ତାଙ୍କ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ..... ଓମ୍ ଶାନ୍ତି!”
**********
TRP/
(ରିଲିଜ ଆଡି: 1736951)
ପରିଦର୍ଶକ କାଉଣ୍ଟର : 177
ଏହି ରିଲିଜ ପଢନ୍ତୁ :
Assamese
,
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam