ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଟୋକିଓ ଅଲିମ୍ପିକ୍ସ 2020ର ଭାରୋତ୍ତୋଳନରେ ରୋପ୍ୟ ପଦକ ଜିତିଥିବା ମୀରାବାଈ ଚାନୁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ପୋଷ୍ଟ କରାଯିବା ଦିନାଙ୍କ:
24 JUL 2021 12:55PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟୋକିଓ ଅଲିମ୍ପିକ୍ସ 2020ର ଭାରୋତ୍ତୋଳନରେ ରୌପ୍ୟ ପଦକ ଜିତିଥିବାରୁ ମୀରାବାଈ ଚାନୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ଏକ ଟୁଇଟ୍ରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଟୋକିଓ 2020ରେ ଏହା ଠାରୁ ଆଉ ସୁଖଦ ପ୍ରାରମ୍ଭ ଆଶା କରାଯାଇନପାରେ! ମୀରାବାଇ ଚାନୁଙ୍କ ଚମତ୍କାର ପ୍ରଦର୍ଶନ ଯୋଗୁ ସାରା ଭାରତ ଖୁସିରେ ବିଭୋର ହୋଇଛି। ଭାରୋତ୍ତୋଳନରେ ରୌପ୍ୟ ପଦକ ଜିତିବା ପାଇଁ ତାଙ୍କୁ ଅଭିନନ୍ଦନ। ତାଙ୍କର ସଫଳତା ପ୍ରତ୍ୟେକ ଭାରତୀୟଙ୍କୁ ଅନୁପ୍ରାଣିତ କରିବ।
#Cheer4India #Tokyo2020"
***********
P.S
(ରିଲିଜ ଆଡି: 1738587)
ପରିଦର୍ଶକ କାଉଣ୍ଟର : 276
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam