ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆସନ୍ତାକାଲି ଆଷାଢ଼ ପୂର୍ଣ୍ଣିମା-ଧମ୍ମ ଚକ୍ର ଦିବସ କାର୍ଯ୍ୟକ୍ରମରେ ବାର୍ତ୍ତା ଦେବେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
23 JUL 2021 9:35PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି 24 ଜୁଲାଇ 2021 ସକାଳ 8:30 ସମୟରେ ଆଷାଢ଼ ପୂର୍ଣ୍ଣିମା-ଧମ୍ମ ଚକ୍ର ଦିବସ କାର୍ଯ୍ୟକ୍ରମରେ ନିଜର ବାର୍ତ୍ତା ପ୍ରଦାନ କରିବେ।
ଏକ ଟୁଇଟ୍ରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଆସନ୍ତାକାଲି 24 ଜୁଲାଇ ସକାଳ 8:30 ସମୟରେ ଆଷାଢ଼ ପୂର୍ଣ୍ଣିମା-ଧମ୍ମ ଚକ୍ର ଦିବସ କାର୍ଯ୍ୟକ୍ରମରେ ମୁଁ ନିଜର ବାର୍ତ୍ତା ପ୍ରଦାନ କରିବି।”
*********
P.S.
(ରିଲିଜ ଆଡି: 1738589)
ପରିଦର୍ଶକ କାଉଣ୍ଟର : 195
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam