ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କିସ୍ତଓ୍ୱାର ଓ କାରଗିଲରେ ଅଚାନକ ବର୍ଷା ପରର ସ୍ଥିତି ଉପରେ କେନ୍ଦ୍ର ସରକାର ତୀକ୍ଷ୍ମ ଦୃଷ୍ଟି ରଖିଛନ୍ତି: ପ୍ରଧାନମନ୍ତ୍ରୀ
प्रविष्टि तिथि:
28 JUL 2021 12:28PM by PIB Bhubaneshwar
କିସ୍ତଓ୍ୱାର ଓ କାରଗିଲରେ ଅଚାନକ ବର୍ଷା ପରର ସ୍ଥିତି ଉପରେ କେନ୍ଦ୍ର ସରକାର ତୀକ୍ଷ୍ମ ଦୃଷ୍ଟି ରଖିଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, କେନ୍ଦ୍ର ସରକାର କିସ୍ତଓ୍ୱାର ଓ କାରଗିଲରେ ଅଚାନକ ବର୍ଷା ପରର ସ୍ଥିତି ଉପରେ ତୀକ୍ଷ୍ମ ଦୃଷ୍ଟି ରଖିଛନ୍ତି । ପ୍ରଭାବିତ ଅଞ୍ଚଳକୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯାଉଛି । ସମସ୍ତଙ୍କ ସୁରକ୍ଷା ଓ ମଙ୍ଗଳ ପାଇଁ ପ୍ରାର୍ଥନା କରୁଛି ।
SR
(रिलीज़ आईडी: 1740042)
आगंतुक पटल : 208
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam