ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ବି ଏସ ବୋମ୍ମାଇଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ପୋଷ୍ଟ କରାଯିବା ଦିନାଙ୍କ:
28 JUL 2021 1:16PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ବି ଏସ ବୋମ୍ମାଇଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି।
ଏକ ଟ୍ବିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ବି ଏସ ବୋମ୍ମାଇଙ୍କୁ ଅଭିନନ୍ଦନ ଜ୍ଞାପନ କରୁଛି। ବିଧାନପାଳିକା ଏବଂ ପ୍ରଶାସନିକ କ୍ଷେତ୍ରରେ ତାଙ୍କର ଦୀର୍ଘ ଅଭିଜ୍ଞତା ରହିଛି। ମୋର ବିଶ୍ବାସ ରହିଛି ଯେ ରାଜ୍ୟରେ ଆମ ସରକାରଙ୍କର ଅସାଧାରଣ କାର୍ଯ୍ୟକୁ ସେ ଆହୁରି ଆଗକୁ ବଢ଼ାଇବେ। ଏକ ଫଳପ୍ରଦ କାର୍ଯ୍ୟକାଳ ପାଇଁ ତାଙ୍କୁ ଶୁଭକାମନା।”
********
P.S.
(ରିଲିଜ ଆଡି: 1740056)
ପରିଦର୍ଶକ କାଉଣ୍ଟର : 286
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam