ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

କିନୌରରେ ଭୂସ୍ଖଳଖଜନିତ ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ

Posted On: 11 AUG 2021 9:54PM by PIB Bhubaneshwar

କିନୌର ଭୂସ୍ଖଳନ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି,

କିନୌର ଭୂସ୍ଖଳନ ଘଟଣା ବେଶ ଦୁଃଖଦାୟକ । ଦୁଃଖର ଏହି ମୂହୁର୍ତ୍ତରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ସମବେଦନା ଜଣାଉଛି । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି ଓ ସେଠାରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବାକୁ ସମସ୍ତ ପ୍ରକାର ଉଦ୍ୟମ ହେଉଛି ।”

 

SR

 



(Release ID: 1745117) Visitor Counter : 143