ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ସ୍ୱାଧୀନତା ଦିବସ ଅବସରରେ ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

Posted On: 15 AUG 2021 4:37PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଧୀନତା ଦିବସ ଅବସରରେ ରାଜଘାଟ ଯାଇ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରି କହିଛନ୍ତି,

ରାଜଘାଟରେ ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲି । ଦେଶବାସୀଙ୍କ ଆକାଂକ୍ଷା ପୂରଣ କରିବା ପାଇଁ କାମ କରିବା ବେଳେ ତାଙ୍କ ବିଚାର ଓ ଆଦର୍ଶ ଆମକୁ ମାର୍ଗଦର୍ଶନ ଦେଇଚାଲିଛି ।

SR



(Release ID: 1746157) Visitor Counter : 179