ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପାର୍ସି ନବବର୍ଷ, ନଭରୋଜ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 16 AUG 2021 9:34AM by PIB Bhubaneshwar

ପାର୍ସି ନବବର୍ଷ, ନଭରୋଜ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି,

“ପାର୍ସି ନବବର୍ଷର ଶୁଭେଚ୍ଛା । ବର୍ଷଟି ଖୁସି, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ ପରିପୂର୍ଣ୍ଣ ହେଉ ବୋଲି କାମନା କରୁଛି । ବିଭିନ୍ନ କ୍ଷେତ୍ରରେ ପାର୍ସି ସମ୍ପ୍ରଦାୟର ଉଲ୍ଲେଖନୀୟ ଅବଦାନକୁ ଭାରତ ମନେ ରଖିବ ।

ନଭରୋଜ ମୁବାରକ!” 

SR


(रिलीज़ आईडी: 1746325) आगंतुक पटल : 232
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam