ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-୧୯ ଅପଟେଡ୍‌

Posted On: 19 AUG 2021 9:16AM by PIB Bhubaneshwar

ଦେଶବ୍ୟାପୀ ଟିକାକରଣ ଅଭିଯାନ ଅନ୍ତର୍ଗତ ଏପର୍ଯ୍ୟନ୍ତ ୫୬.୬୪ କୋଟିରୁ ଅଧିକ ଟିକା ଦିଆଯାଇସାରିଛି ।

ଗତ ୨୪ଘଣ୍ଟା ମଧ୍ୟରେ ଭାରତରେ ୩୬,୪୦୧ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି ।

ସକ୍ରିୟ ରୋଗୀଙ୍କ ସଂଖ୍ୟା ସମଗ୍ର ସଂକ୍ରମିତଙ୍କ ସଂଖ୍ୟାର ୧.୧୩ ପ୍ରତିଶତ ରହିଛି, ଯାହା ମାର୍ଚ୍ଚ ୨୦୨୦ ପରେ ସବୁଠାରୁ କମ୍ ।

ଭାରତରେ ବର୍ତ୍ତମାନ ୩, ୬୪, ୧୨୯ସକ୍ରିୟ ରୋଗୀ ଅଛନ୍ତି, ଯାହା ୧୪୯ଦିନରେ ସବୁଠାରୁ କମ୍ । 

ଆରୋଗ୍ୟହାର, ବର୍ତ୍ତମାନ ୯୭.୫୩ ପ୍ରତିଶତ ରହିଛି, ଯାହା ମାର୍ଚ୍ଚ ୨୦୨୦ ପରେ ସବୁଠାରୁ ଅଧିକ ରହିଛି ।

ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ସର୍ବମୋଟ ୩, ୧୫, ୨୫,୦୮୦ ରୋଗୀ ସୁସ୍ଥ ହୋଇଛନ୍ତି ।

ଗତ ୨୪ଘଣ୍ଟା ମଧ୍ୟରେ ୩୯,୧୫୭ ରୋଗୀ ସୁସ୍ଥ ହୋଇଛନ୍ତି।

ସାପ୍ତାହିକ ପଜିଟିଭିଟି ହାର ବର୍ତ୍ତମାନ ୧.୯୫ପ୍ରତିଶତ ରହିଛି, ଯାହା କି ଗତ ୫୫ ଦିନ ମଧ୍ୟରେ ୩ ପ୍ରତିଶତରୁ କମ୍ ।

ଦୈନିକ ପଜିଟିଭିଟି ହାର ୧.୯୪ ପ୍ରତିଶତ ରହିଛି, ଏହା ଗତ ୨୪ଦିନ ମଧ୍ୟରେ ୩ ପ୍ରତିଶତରୁ କମ୍ ରହିଛି ।

ପରୀକ୍ଷଣ କ୍ଷମତାରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି-ବର୍ତ୍ତମାନ ପର୍ଯ୍ୟନ୍ତ ସର୍ବମୋଟ ୫୦.୦୩ କୋଟି ପରୀକ୍ଷଣ କରାଯାଇସାରିଛି ।

 

****

 

 NS / SLP



(Release ID: 1747500) Visitor Counter : 171