ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 20 AUG 2021 8:24AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି

 

HS


(रिलीज़ आईडी: 1747711) आगंतुक पटल : 230
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam