ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଓନମ ଅବସରରେ ପ୍ରଧାନମନ୍ତ୍ରୀ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

Posted On: 21 AUG 2021 9:55AM by PIB Bhubaneshwar

ଓନମ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ବିଶେଷ ଉତ୍ସବ ଓନମ ଅବସରରେ ଶୁଭେଚ୍ଛା, ସକରାତ୍ମକତା, ସ୍ପନ୍ଦନ, ଭାଇଚାରା ଏବଂ ସୌହାର୍ଦ୍ଦ୍ୟ ସହିତ ଜଡିତ ଏକ ଉତ୍ସବ ମୁଁ ସମସ୍ତଙ୍କ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ପାଇଁ ପ୍ରାର୍ଥନା କରୁଛି

 

HS



(Release ID: 1747828) Visitor Counter : 188