ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାରାଷ୍ଟ୍ରରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

କ୍ଷତିଗ୍ରସ୍ତଙ୍କ ପାଇଁ ପିଏମ୍‍ଏନ୍‍ଆରଏଫ୍‍ରୁ ସହାୟତା ଘୋଷଣା

ପୋଷ୍ଟ କରାଯିବା ଦିନାଙ୍କ: 20 AUG 2021 11:15PM by PIB Bhubaneshwar

ମହାରାଷ୍ଟ୍ରର ବୁଲଧାନା ଜିଲ୍ଲାରେ ଏକ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ ଦପ୍ତର ଏକ ଟୁଇଟରେ କହିଛି;

“ବୁଲଧାନା ଜିଲ୍ଲାରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବାରୁ ଦୁଃଖିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ ପିଏମ୍ଏନ୍ଆରଏଫ୍ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ଲକ୍ଷ ଟଙ୍କାର ସହାୟତା ଦିଆଯିବ ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ: ପ୍ରଧାନମନ୍ତ୍ରୀ ମୋଦୀ”

 

HS

 

 


(ରିଲିଜ ଆଡି: 1747870) ପରିଦର୍ଶକ କାଉଣ୍ଟର : 203