ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ପୋଷ୍ଟ କରାଯିବା ଦିନାଙ୍କ:
22 AUG 2021 8:18AM by PIB Bhubaneshwar
ରକ୍ଷା ବନ୍ଧନର ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;
“ରକ୍ଷାବନ୍ଧନର ପବିତ୍ର ଅବସରରେ ସମସ୍ତ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଉଛି ।”
SR
(ରିଲିଜ ଆଡି: 1748047)
ପରିଦର୍ଶକ କାଉଣ୍ଟର : 210
ଏହି ରିଲିଜ ପଢନ୍ତୁ :
Urdu
,
English
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam