ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜନ୍ମାଷ୍ଟମୀ ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 30 AUG 2021 9:15AM by PIB Bhubaneshwar

୩୦ ଅଗଷ୍ଟ ୨୦୨୧, ଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଜନ୍ମାଷ୍ଟମୀ ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

‘‘ଜନ୍ମାଷ୍ଟମୀର ଶୁଭ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ଅନେକ ଶୁଭକାମନା । ଜୟ ଶ୍ରୀକୃଷ୍ଣ ।’’

SR


(रिलीज़ आईडी: 1750414) आगंतुक पटल : 203
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam