ପୋଷ୍ଟ କରାଯିବା ଦିନାଙ୍କ:
31 AUG 2021 12:06PM by PIB Bhubaneswar
ନାଗୌର, ରାଜସ୍ଥାନ ସଡକ ଦୁର୍ଘଟଣା ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନୁକମ୍ପା ରାଶି ଅନୁମୋଦନ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ନାଗୌର, ରାଜସ୍ଥାନରେ ଦୁର୍ଘଟଣା ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ପ୍ରଧାନମନ୍ତ୍ରୀ ଅନୁମୋଦନ କରିଛନ୍ତି । ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ।”
SR