ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ନାଗୌର, ରାଜସ୍ଥାନ ସଡକ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ବ୍ୟକ୍ତ

प्रविष्टि तिथि: 31 AUG 2021 10:55AM by PIB Bhubaneshwar

ନାଗୌର, ରାଜସ୍ଥାନ ସଡକ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ବ୍ୟକ୍ତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ରାଜସ୍ଥାନର ନାଗୌର ଠାରେ ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣା ବେଶ ଦୁଃଖଦ । ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ସମବେଦନା ଜଣାଉଛି । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ପିଏମ@ନରେନ୍ଦ୍ର ମୋଦୀ ।   

SR

 


(रिलीज़ आईडी: 1750868) आगंतुक पटल : 173
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam