ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପାରାଲିମ୍ପିକ୍ସ କ୍ରୀଡାରେ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଥିବା କୃଷ୍ଣ ନାଗରଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି
प्रविष्टि तिथि:
05 SEP 2021 10:20AM by PIB Bhubaneswar
ଟୋକିଓ ପାରାଲିମ୍ପିକ୍ସ କ୍ରୀଡାରେ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୃଷ୍ଣ ନାଗରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
ଟୋକିଓ ପାରାଲିମ୍ପିକ୍ସରେ ଆମର ବ୍ୟାଡମିଣ୍ଟନ ଖେଳାଳିଙ୍କ ଉନ୍ନତି ଦେଖି ଖୁସି । @Krishnanagar99 ଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ପ୍ରତ୍ୟେକ ଭାରତୀୟଙ୍କ ମୁହଁରେ ହସ ଆଣିଛି । ସ୍ୱର୍ଣ୍ଣ ପଦକ ଜିତିବା ପାଇଁ ତାଙ୍କୁ ଅଭିନନ୍ଦନ । ଆଗାମୀ ଉଦ୍ୟମ ପାଇଁ ତାଙ୍କୁ ଶୁଭେଚ୍ଛା ।
HS
(रिलीज़ आईडी: 1752298)
आगंतुक पटल : 275
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam