ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜାତୀୟ ପରିବର୍ତ୍ତନ ପାଇଁ ଏକ ସାମଗ୍ରିକ ଶିକ୍ଷା ବ୍ୟବସ୍ଥା ଗୁରୁତ୍ୱପୂର୍ଣ୍ଣ: ପ୍ରଧାନମନ୍ତ୍ରୀ
प्रविष्टि तिथि:
07 SEP 2021 5:02PM by PIB Bhubaneswar
ଜାତୀୟ ପରିବର୍ତ୍ତନ ପାଇଁ ଏକ ସାମଗ୍ରିକ ଶିକ୍ଷା ବ୍ୟବସ୍ଥା ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । MyGovIndia ଦ୍ୱାରା ଏକ ଟୁଇଟ୍ ସେୟାର କରିବାବେଳେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଗତ ୭ ବର୍ଷ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଲାଗି ଏଠାରେ ଏକ ଭଲ ସୁଯୋଗ ସୃଷ୍ଟି ହୋଇଛି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
ଜାତୀୟ ପରିବର୍ତ୍ତନ ପାଇଁ ଏକ ସାମଗ୍ରିକ ଶିକ୍ଷା ବ୍ୟବସ୍ଥା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ।
ଗତ ୭ ବର୍ଷ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଲାଗି ଏଠାରେ ଏକ ଭଲ ସୁଯୋଗ ସୃଷ୍ଟି ହୋଇଛି ।
HS
(रिलीज़ आईडी: 1752903)
आगंतुक पटल : 252
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam