ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଆସାମ ଡଙ୍ଗା ଦୁର୍ଘଟଣା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

Posted On: 08 SEP 2021 7:40PM by PIB Bhubaneshwar

ଆସାମ ଡଙ୍ଗା ଦୁର୍ଘଟଣା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ବ୍ୟକ୍ତ କରିଛନ୍ତି । ଯାତ୍ରୀମାନଙ୍କୁ ଉଦ୍ଧାର କରିବା ପାଇଁ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି ବୋଲି ସେ କହିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

“ଆସାମ ଡଙ୍ଗା ଦୁର୍ଘଟଣା ଯୋଗୁଁ ଦୁଃଖିତ । ଯାତ୍ରୀମାନଙ୍କୁ ଉଦ୍ଧାର କରିବା ପାଇଁ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି । ସମସ୍ତଙ୍କ ସୁରକ୍ଷା ଓ ମଙ୍ଗଳ କାମନା କରୁଛି ।” 

 

SR



(Release ID: 1753503) Visitor Counter : 144